ବ୍ରହ୍ମପୁର: ଗୋପାଳପୁର ଥାନାରେ ନାବାଳିକା ଫିନାଇଲ ପିଇବା ଘଟଣାରେ ପୁରୁଷ ବନ୍ଧୁଙ୍କୁ ପୁଲିସ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି| ନାବାଳିକାଙ୍କୁ ଅପହରଣ, ଯୌନ ନିର୍ଯାତନା ନେଇ ପୀଡ଼ିତାଙ୍କ ମା ଥାନାରେ ଅଭିଯୋଗ କରିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁଲିସ | କେଉଁ ପରିସ୍ଥିତିରେ ଏପରି ହେଲା ତାର ତଦନ୍ତ କରୁଛି ପୁଲିସ।
WhatsApp us
